www.samajalive.in
Monday, December 8, 2025
13.1 C
Bhubaneswar

ଘରେ ପଶି ମହିଳାଙ୍କୁ ଆକ୍ରମଣ ; ସୁନାଗହଣା ଲୁଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଉଥିବା ଦେଖାଯାଉଛି। ଘରେ ପଶି ମହିଳାଙ୍କୁ ଆକ୍ରମଣ କରିବା ସହ ଲୁଟ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ସହିଦନଗର ଥାନା ଅନ୍ତର୍ଗତ ଜଗନ୍ନାଥ ନଗର ଲେନ-୪ ଅଞ୍ଚଳରେ ଘରେ ପଶି ମହିଳାଙ୍କ ହାତଗୋଡ ବାନ୍ଧି ଆକ୍ରମଣ କରି ସୁନାଗହଣା ସହ ମୋବାଇଲ ଲୁଟ ହୋଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories