ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କଣ୍ଟ୍ରାକ୍ଟ ବାତିଲ

ଭୁବନେଶ୍ୱର : ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ ହୋଇଛି । କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକାର ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ ହୋଇଛି । ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ରଞ୍ଜିତ ବିଲ୍ଡକନ୍‌ ସହ କଣ୍ଟ୍ରାକ୍ଟ ବାତିଲ ହୋଇଛି । କଣ୍ଟ୍ରାକ୍ଟକୁ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ବାତିଲ କରିଛି । ପ୍ରାୟ ୮ ମାସ ହେଲା ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହିଛି । ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ନୂଆ … Continue reading ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କଣ୍ଟ୍ରାକ୍ଟ ବାତିଲ