www.samajalive.in
Thursday, December 11, 2025
26.1 C
Bhubaneswar

ବଦଳିବ ୟୁନିଟ-୧ ପରିବା ମାର୍କେଟ ସ୍ଥାନ

ଭୁବନେଶ୍ୱର : ବଦଳିବ ୟୁନିଟ-୧ ପରିବା ମାର୍କେଟ ସ୍ଥାନ। ସ୍ଥାନାନ୍ତର ହେବ ଭୁବନେଶ୍ୱର ୟୁନିଟ-୧ ପରିବାର ହୋଲେସେଲ୍‍ ମାର୍କେଟ। ଏନେଇ ଆଜି ଖବର ମିଳିଛି। ଭୁବନେଶ୍ୱର ଉପକଣ୍ଠ ଭଗବାନପୁରକୁ ପରିବା ମାର୍କେଟ ସ୍ଥାନାନ୍ତର କରାଯିବା ନେଇ ସୂଚନା ମିଳିଛି। ପରିବା ହାଟ ସ୍ଥାନାନ୍ତର ପାଇଁ ଭଗବାନପୁରରେ ୧୦ ଏକର ଜାଗା ଚିହ୍ନଟ କରାଯାଇଛି। ହୋଲସେଲ ଲାଗି ସେଠାରେ ସବୁ ପ୍ରକାର ସୁବିଧା ସୁଯୋଗ ଭିତ୍ତିଭୂମି ରହିଛି। ସହର ମଧ୍ୟରେ ଗହଳି କମାଇବା ସହ ଟ୍ରାଫିକ ସମସ୍ୟା ଦୂର ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରାରମ୍ଭିକ ବୈଠକରେ ନିଷ୍ପତ୍ତି ନେଇ ବିଏମସି ଅତିରିକ୍ତ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories