www.samajalive.in
Saturday, December 6, 2025
19.1 C
Bhubaneswar

ନନ୍ଦନକାନନରେ ପଶିଲେ ବଣୁଆ ହାତୀ

ଭୁବନେଶ୍ୱର : ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଜି ଦୁଇଟି ବଣୁଆ ହାତୀ ପଶିଛନ୍ତି। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଓ ହାତୀଙ୍କୁ ଘଉଡାଇବା ପାଇଁ ନନ୍ଦନକାନନକୁ ସାମୟିକ ଭାବେ କର୍ତ୍ତୃପକ୍ଷ ବନ୍ଦ କରିଛନ୍ତି। ଆଜି ସକାଳ ସମୟରେ ନନ୍ଦନକାନନ ଭିତରକୁ ଦାରୁଠେଙ୍ଗ ପଟ ପାଚେରୀ ଭାଙ୍ଗି ଏହି ଦୁଇଟି ହାତୀ ପଶିଛନ୍ତି। ହାତୀକୁ ଘଉଡାଇବା ପାଇଁ ନନ୍ଦନକାନନ କର୍ମଚାରୀଙ୍କ ଉଦ୍ୟମ ଆରମ୍ଭ ହୋଇଛି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories