www.samajalive.in
Saturday, December 6, 2025
26.1 C
Bhubaneswar

କୋଟିଏରୁ ଅଧିକ ମୂଲ୍ୟର ଧଳାଜହର ଜବତ ; ୩ ଗିରଫ

ଭୁବନେଶ୍ୱର : ପୁଣି ଜବତ ହେଲା ଧଳାଜହର। ଆଜି ଜଟଣୀ ରାଜାବଜାରରେ ଏସଟିଏଫ ଟିମ ଚଢାଉ କରି ପ୍ରାୟ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ସମ୍ପୃକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ୩ ଜଣଙ୍କୁ ଗିରଫ କରିଛି। ଗିରଫ ୩ ଜଣ ହେଲେ ସେକ୍‍ ସମୀର, ସୟଦ ଇମତିୟାଜ୍‍ ଓ ରତି ରଞ୍ଜନ ରାଉତରାୟ।
ସୂଚନା ଅନୁଯାୟୀ, ଏସଟିଏଫ ଟିମ ଦ୍ୱାରା ୧ କେଜି ୩୨୦ ଗ୍ରାମ ଧଳା ଜହର ଜବତ ହୋଇଥିବା ବେଳେ ଏହାର ମୂଲ୍ୟ ପ୍ରାୟ ୧ କୋଟି ୩୨ ଲକ୍ଷ ଟଙ୍କା । ଏହାସହ ଗୋଟିଏ ପଲସର ବାଇକ୍‍ ଓ ନଗଦ ୧ ଲକ୍ଷ ୬୫ ହଜାର ଟଙ୍କା ମଧ୍ୟ ଜବତ ହୋଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories