www.samajalive.in
Monday, December 8, 2025
13.1 C
Bhubaneswar

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଏକାଧିକ ବ୍ୟକ୍ତିଙ୍କୁ ଛୁରାମାଡ କଲେ ଯୁବକ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରେ ଦିନ ଦ୍ୱିପ୍ରହରରେ ଏକାଧିକ ବ୍ୟକ୍ତିଙ୍କୁ ଛୁରାମାଡ ହୋଇଛି। ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ ଭିଏସଏସ ନଗରରେ ଦେଖାଯାଇଛି। ଯୁବକ ଜଣକ ମାନସିକ ଅନଗ୍ରସର ବୋଲି ଜଣାପଡିଛି। ଭିଏସଏସ ନଗରରେ ଏକାଧିକ ବ୍ୟକ୍ତିଙ୍କୁ ସେ ଛୁରାରେ ଆକ୍ରମଣ କରିଛନ୍ତି। ଯୁବକଙ୍କ ଛୁରାମାଡରେ ୨ ଜଣ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ ନିଆଯାଇଛି। ଉକ୍ତ ଯୁବକକୁ କାବୁ କରି ସ୍ଥାନୀୟ ଲୋକେ ପୁଲିସ ଜିମା ଦେଇଛନ୍ତି। ଯୁବକ ଘର ଛତିଶିଗଡ ବୋଲି ସୂଚନା ମିଳିଛି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories