www.samajalive.in
Sunday, December 7, 2025
14.1 C
Bhubaneswar

ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ଆସି ପହଞ୍ଚି ସାରିଛନ୍ତି। ତାଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରେ ଭବ୍ୟ ଆୟୋଜନ କରାଯାଇଛି। ବିମାନବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରାଯିବା ସହ ପାରମ୍ପରିକ ଲୋକ ନୃତ୍ୟ ଓ ଲୋକବାଦ୍ୟରେ ବିମାନବନ୍ଦର କମ୍ପି ଉଠୁଛି। ବିମାନ ବନ୍ଦରରୁ ରାଜ୍ୟ ଅତିଥି ଭବନ ଅଭିମୁଖେ ଦ୍ରୌପଦୀ ମୁର୍ମୁ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ବିଧାୟକ ଓ ସାଂସଦଙ୍କୁ ଭେଟି ସମର୍ଥନ ଲୋଡିବେ। ଅତିଥି ଭବନରେ କିଛି ସମୟ ବିଶ୍ରାମ ନେବା ପରେ ଦ୍ରୌପଦୀ ମୁର୍ମୁ ବିଧାନସଭା ଯିବେ।

 

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories