www.samajalive.in
Saturday, December 6, 2025
26.1 C
Bhubaneswar

‘ନିମନ୍ତ୍ରଣ’ରେ ଠକେଇ ; ଗିରଫ ହେଲେ ମ୍ୟାନେଜର,ଠିକା କର୍ମଚାରୀ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସ୍ଥିତ ହୋଟେଲ ‘ନିମନ୍ତ୍ରଣ’ରେ ଠକେଇ ହୋଇଥିବା ଜଣାପଡିଛି। ବଡ ଧରଣର ଘୋଟାଲା ପାଇଁ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ କରାଯାଇଛି। ମ୍ୟାନେଜର ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନିଲ ଘଡେଇଙ୍କୁ ଗିରଫ କରାଯାଇ ସହିଦନଗର ଥାନା ପୁଲିସ ଆଜି କୋର୍ଟ ଚାଲାଣ କରିଛି।
ସୂଚନାନୁଯାୟୀ, ଗତ ୬ ମାସ ମଧ୍ୟରେ ଲକ୍ଷାଧିକ ଟଙ୍କା ଉଭୟ ଆତ୍ମସାତ୍‍ କରିଥିବା ସହ ପ୍ରତିଦିନ ଆୟର ୫୦ ହଜାର ପ୍ରତିଶତ ନିଜ ଆକାଉଣ୍ଟକୁ ନେଉଥିଲେ। ଅଡିଟ ସମୟରେ ଏଭଳି ତଥ୍ୟ ମିଳିବା ପରେ ଏନେଇ ସହିଦନଗର ଥାନାରେ ଅଭିଯୋଗ ହୋଇଥିଲା। ତଦନ୍ତ ପରେ ଉଭୟଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories