www.samajalive.in
Saturday, December 6, 2025
16.1 C
Bhubaneswar

ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : ସମ୍ମାନିତ ରାଷ୍ଟ୍ରପତିଙ୍କୁ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ ‘ରାଷ୍ଟ୍ରପତ୍ନୀ ‘ ଭାବରେ କହି ସମ୍ପୂର୍ଣ୍ଣ ଘୃଣ୍ୟ ଏବଂ ଅସମ୍ମାନ କରିଛି । ଏଣୁ ଏହା ବିରୁଦ୍ଧରେ  ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ରାଜ୍ୟ ବିଜେପି କାର୍ଯ୍ୟଳୟ ନିକଟ ରାମ ମନ୍ଦିର ଛକରେ କୁଶପୁତଳିକା ଦାହ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories