www.samajalive.in
Saturday, December 6, 2025
23.1 C
Bhubaneswar

ସମଲିଙ୍ଗୀ ବିବାହ ଶାସ୍ତ୍ର ସମ୍ମତ ନୁହେଁ – ଜଗତଗୁରୁ ଶଙ୍କରାଚାର୍ୟ୍ୟ

ଭୁବନେଶ୍ୱର : ସମଲିଙ୍ଗୀ ବିବାହକୁ ନେଇ ଅନେକ ଚର୍ଚ୍ଚା ଜୋର ଧରିଥିବା ବେଳେ ସୁପ୍ରିକୋର୍ଟରେ ମଧ୍ୟ ଏନେଇ ମାମଲା ରହିଛି। ତେବେ ସମଲିଙ୍ଗୀ ବିବାହକୁ ଜଗତଗୁରୁ ଶଙ୍କରାଚାର୍ୟ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ବିରୋଧ କରିଛନ୍ତି। ଏହା ଭ୍ରଷ୍ଟାଚାର,ମାନସିକ ବିକୃତି, ସମଲିଙ୍ଗୀ ବିବାହ ଶାସ୍ତ୍ର ସମ୍ମତ ନୁହେଁ ବୋଲି କହିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ଏହାକୁ ସ୍ଵୀକୃତି ନଦେବାକୁ ଶଙ୍କରାଚାର୍ୟ୍ୟ ପରାମର୍ଶ ଦେଇଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories