ଭୁବନେଶ୍ୱର : ଏକାମ୍ର ପ୍ରକଳ୍ପର ଭୂମିପୂଜନ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଲିଙ୍ଗରାଜ ମନ୍ଦିର ପରିସରରେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଆମେନିଟିଜ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ୍ର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଶିଳାନ୍ୟାସ ପରେ ଯଜ୍ଞ ପୂର୍ଣ୍ଣାହୁତିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ପ୍ରକଳ୍ପ ପାଇଁ ଜମିଦାତା ସେବାୟତ ଓ ଅନ୍ୟ ପରିବାର ବର୍ଗକୁ ସମ୍ବର୍ଦ୍ଧିତ କରିଛନ୍ତି। ବେଦମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ର କ୍ଷେତ୍ର।
Popular Categories



