www.samajalive.in
Sunday, December 7, 2025
15.1 C
Bhubaneswar

ଅର୍ଚ୍ଚନା ନାଗ୍‌‌ଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ୍‌‌

ଭୁବନେଶ୍ୱର : ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌‌ଙ୍କୁ ବୁଧବାର ଜାମିନ୍‌‌ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ହାଇକୋର୍ଟ ଜାମିନ୍‌‌ ଦେଇଛନ୍ତି। ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ। ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ୨ଟିରେ ଜାମିନ୍‌‌ ମିଳିଛି। ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଜାମିନ୍‌‌ ଦେଇଛନ୍ତି ହାଇକୋର୍ଟ। ଆବେଦନକାରୀ ଶ୍ରଦ୍ଧାଞ୍ଜଳିଙ୍କ ସହ ଯୋଗାଯୋଗ କରିବାକୁ ବାରଣ କରାଯିବା ସହ ସାକ୍ଷୀଙ୍କୁ ପ୍ରଭାବିତ କରିବେନି। ବାହାରେ ବୟାନବାଜି ପାଇଁ ମନା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲରୁ ୨ଟିରେ ଜାମିନ୍‌‌ ମିଳିଛି। ଏବେ କେବଳ ଇଡି ମାମଲରେ ଜାମିନ୍‌‌ ପାଇ ନାହାନ୍ତି ଅର୍ଚ୍ଚନା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories