www.samajalive.in
Saturday, December 6, 2025
26.1 C
Bhubaneswar

ଖୋଲିଲା ମାର୍କେଟ ବିଲ୍ଡିଂ; ସୋ ରୁମ୍‌‌ ବନ୍ଦ

ଭୁବନେଶ୍ୱର : ଗୁରୁବାର ଖୋଲିଲା ମାର୍କେଟ ବିଲ୍ଡିଂ। ମାତ୍ର ବନ୍ଦ ରହିଛି ସୋ ରୁମ୍‌‌ । ୟୁନିଟ୍‌‌ -୨ ମାର୍କେଟ ବିଲ୍ଡିଂ ଖୋଲିଛି। ମାକେର୍ଟ ବିଲ୍ଡିଂର କେବଳ ରିଟେଲ୍‌‌ ଦୋକାନଗୁଡିକ ଖୋଲା ଯାଇଛି। ମାତ୍ର ମାର୍କେଟ ବିଲ୍ଡିଂ ଭିତରେ ଥିବା ପ୍ରମୁଖ ସୋ ରୁମ୍‌‌ ଗୁଡିକ ଖୋଲି ନାହିଁ। ଏପର୍ଯ୍ୟନ୍ତ ବିଏମସି ପକ୍ଷରୁ ଏନେଇ କୌଣସି ଲିଖିତ ପ୍ରତିଶ୍ରୁତି ମିଳିନଥିବା ନେଇ ସୂଚନା ମିଳିଛି। ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ସଂଘ –ବିଏମସି ମଧ୍ୟରେ ଆଲୋଚନା ଜାରି ରହିଛି। କ’ଣ ପାଇଁ ସୋ ରୁମ୍‌‌ ବନ୍ଦ ରହିଛି ସେନେଇ ସଂଘ ସ୍ପଷ୍ଟ କରି ନାହିଁ।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories