Other Links

ଆମ ଓଡ଼ିଶା

ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମ ଓଡ଼ିଶା ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର...

ଭିଆଇପି ରୋଡ଼କୁ ଗୋପବନ୍ଧୁ ମାର୍ଗ କରାଯିବାକୁ ବାଲୁକାଶିଳ୍ପୀ ସୁଦର୍ଶନଙ୍କ ଦାବି

ପୁରୀ : ପୁରୀ ଭିଆଇପି ରୋଡ଼କୁ ଗୋପବନ୍ଧୁ ମାର୍ଗ କରାଯିବାକୁ ଅନ୍ତର୍ଜାତୀୟ...

ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର - ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର...

ପୂଜା କରୁଥିବା ବେଳେ ବଜ୍ରାଘାତରେ ପୂଜକଙ୍କ ମୃତ୍ୟୁ

ସିମୁଳିଆ - କଳାଶୁଣି ଅଞ୍ଚଳରେ ଜଣଙ୍କ ଘରେ ପୂଜା କରୁଥିବା ବେଳେ...

ଡାକ୍ତରଖାନାରେ ପ୍ରେମିକାର ଶବ ଛାଡି ଚାଲିଗଲା ପ୍ରେମିକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ...

ଦେଶବିଦେଶ

ଆଇପିଏସ୍‍ ଅଧବକାରୀଙ୍କ ଆତ୍ମହତ୍ୟା ମାମଲାରେ ବଡ ଖୁଲାସା

ସମାଜ ଡିଜିଟାଲ ଡେସ୍କ: ହରିୟାଣା କ୍ୟାଡର ଆଇପିଏସ ଅଧିକାରୀ ପୁରନ କୁମାରଙ୍କ...

ଘରୋଇ ବିଦ୍ୟୁତ ପ୍ଲାଣ୍ଟରେ ଖସିପଡିଲା ଲିଫ୍ଟ : ୪ଜଣଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଛତିଶଗଡରେ ଏକ ବଡ ଅଘଟଣ ଘଟିଛି ।...

ଆଜି ବାୟୁସେନା ପ୍ରତିଷ୍ଠା ଦିବସ: ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତୀୟ ବାୟୁସେନାର ୯୩ତମ ପ୍ରତିଷ୍ଠା ଦିବସ...

ନିନ୍ଦନୀୟ ଆଚରଣ: ନ୍ୟାୟାଳୟର ମର୍ଯ୍ୟାଦା ରକ୍ଷା ପ୍ରଥମ କାର୍ଯ୍ୟ

ଅକ୍ଟୋବର ୬ ତାରିଖରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ବି.ଆର.ଗବଇଙ୍କ ଉପରକୁ ଜଣେ...

ଇସ୍ରାଏଲ-ହମାସ ଯୁଦ୍ଧକୁ ଦୁଇ ବର୍ଷ ପୂର୍ତ୍ତି

ତେଲଆଭିଭ୍‌: ଇସ୍ରାଏଲ ଓ ପାଲେଷ୍ଟାଇନର ଗାଜାସ୍ଥିତ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ...

ରାଜନୀତି

ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା...

ରାଜ୍ୟବାସୀ ଅସୁରକ୍ଷିତ: ନବୀନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟନ୍ତ ହୋଇପଡ଼ିଛି, ଯାହାକୁ...

ନୂଆପଡା ବିଜେଡିର ଥିଲା ଓ ରହିବ- ପ୍ରମିଳା

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନରେ ଜିତିବ ବିଜେଡି । ଏନେଇ...

ମଙ୍ଗଳବାର ସୁଦ୍ଧା ନୂଆପଡ଼ା ଆସନ ପାଇଁ ପ୍ରାର୍ଥୀ ଦେବ କଂଗ୍ରେସ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବ ନୂଆପଡ଼ା...

ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ୧୧ ତାରିଖରେ ଓଡ଼ିଶାର ନୂଆପଡ଼ା...

ଅପରାଧ

ଡାକ୍ତରଖାନାରେ ପ୍ରେମିକାର ଶବ ଛାଡି ଚାଲିଗଲା ପ୍ରେମିକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ...

ଭିଣେଇର ଗୁଳି ମାଡରେ ଶଳା ମୃତ

ଗୁଣପୁର - ଭିଣେଇର ଗୁଳି ମାଡରେ ଶଳାର ମୃତ୍ୟୁ । ଆନ୍ଧ୍ର...

ହତ୍ୟାପରେ ବାପାକୁ ପୋତିଦେଲା ପୁଅ

ଦେବଗଡ଼: ହତ୍ୟାକାଣ୍ଡ ପରେ ବାପାଙ୍କୁ ମାଟିରେ ପୋତିଦେଲା ପୁଅ। ବାରକୋଟ ଥାନା...

୧୬.୫ ଲକ୍ଷର ବ୍ରାଉନସୁଗର ଜବତ, ଦୁଇ ଗିରଫ

ସମାଜ ଡିଜିଟାଲ ଡେସ୍କ: ବୁଲେଟରେ ବୁଲି ବ୍ରାଉନସୁଗର ବେପାର କରୁଥିବା ଦୁଇ...

ଫେସବୁକରେ ଆପତ୍ତିଜନକ ପୋଷ୍ଟ, ଅଭିଯୁକ୍ତ ଗିରଫ

ସମାଜ ଡିଜିଟାଲ ଡେସ୍କ: ସାମାଜିକ ଗଣମାଧ୍ୟମ ଫେସବୁକରେ ଆପତ୍ତିଜନକ ପୋଷ୍ଟ କରିବା...
Thursday, October 9, 2025
26.7 C
Bhubaneswar

ବିପର୍ଯ୍ୟୟ ମୁକାବିଲାରେ ସାରା ଦେଶକୁ ମାର୍ଗଦର୍ଶନ କରିଛି ଓଡିଶା- ଅମିତ୍‌‌ ଶାହା

ଭୁବନେଶ୍ୱର : ବିପର୍ଯ୍ୟୟ ପରିଚାଳନା ଠାରୁ ଆରମ୍ଭ କରି ନକ୍ସଲ ମୁକାବିଲା ଦିଗରେ ଓଡିଶା ସରକାର ସବୁ କ୍ଷେତ୍ରରେ ସହାୟତା ଯୋଗାଇ ଦେଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ଆଜି ଦୁଇ ଦିନିଆ ଓଡିଶାଗସ୍ତରେ ଆସିଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକସେବା ଭବନରେ କାମାକ୍ଷାନଗର-ଡୁବୁରୀ ୪ ଲେନ୍‌‌ ଜାତୀୟ ରାଜପଥର ଲୋକାର୍ପଣ କରିବା ଅବସରରେ ଏହା କହିଛନ୍ତି। ଓଡିଶା ସରକାର ଶନିବାର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକସେବା ଭବନରେ ପହଞ୍ଚି ଦୁଇ ପ୍ରକଳ୍ପର ଶୁମ୍ଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ। ଏହାସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଛନ୍ତି। ମୋଟେର –ବାନେର ରାସ୍ତାର ସଂପ୍ରସାରଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ଶ୍ରୀ ଶାହା। ଲୋକାର୍ପଣ କରିବା ସହ ଏହି ଅବସରରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଉଦବୋଧନ ଦେଇଛନ୍ତି।

ଶ୍ରୀ ଶାହା କହିଛନ୍ତି, ଓଡିଶା ସରକାର ପ୍ରତ୍ୟେକ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କୁ ସହଯୋଗ ଯୋଗାଇ ଦେଇଛନ୍ତି। ନକ୍ସଲ ମୁକାବିଲା ହେଉ କି ବିପର୍ଯ୍ୟୟ ପରିଚାଳନା ହେଉ ସବୁଥିରେ ଓଡିଶା ସଫଳତା ହାସଲ କରିଛି ଏବଂ ସେଥିଲାଗି ମଧ୍ୟ କେନ୍ଦ୍ର ସରକାରଙ୍କୁ ସହଯୋଗର ହାତ ବଢାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ୯ ବର୍ଷ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ରାଜମାର୍ଗ ଗୁଡିକର ଉନ୍ନତି ଓ ବିକାଶ ପାଇଁ ନେଇଥିବା ପଦକ୍ଷେପର ପ୍ରଶଂସା କରିଛନ୍ତି। କେନ୍ଦ୍ର ପକ୍ଷରୁ ରାଜ୍ୟକୁ ବିଭିନ୍ନ ସମୟରେ ଦିଆଯାଇଥିବା ସହାୟତାର ତାଲିକା ସମ୍ପର୍କରେ କହିଛନ୍ତି। ପ୍ରତ୍ୟେକ ସମୟରେ ରାଜ୍ୟ ସରକାରଙ୍କ ସହ କେନ୍ଦ୍ର ସରକାର କାର୍ଯ୍ୟ କରିବାକୁ ଆଗ୍ରହୀ ବୋଲି ଶ୍ରୀ ଶାହା କହିଛନ୍ତି।
ଗୁଜରାଟ ଲୋକେ ମଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ ବହୁତ ଭକ୍ତି କରନ୍ତି। ଆଜିର ଦିନରେ ପ୍ରଧାନମନ୍ତ୍ରୀ ୩୭୦ ଧାରା ଉଚ୍ଛେଦ କରିଥିଲେ। ଏହି ଅବସରରେ ସାରା ଦେଶବାସୀ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ବିକାଶ,ଦେଶର ଭାଗ୍ୟ ରାଜମାର୍ଗ ସହ ଜଡିତ। ୯ ବର୍ଷ ଭିତରେ ପ୍ରଧାନମନ୍ତ୍ରୀ ରାଜମାର୍ଗ ପାଇଁ ବହୁ କାର୍ଯ୍ୟ କରିଛନ୍ତି। ଭିତ୍ତିଭୂମିର ବିକାଶ ପାଇଁ ମୋଦୀ ସରକାର ବହୁ କାର୍ଯ୍ୟ କରିଛନ୍ତି। ବିଗତ ୯ ବର୍ଷ ଭିତରେ ନକ୍ସଲବାଦକୁ ପୂରା ନିୟନ୍ତ୍ରଣ କରାଯାଇଛି ବୋଲି ଶ୍ରୀ ଶାହା କହିଛନ୍ତି। ନକ୍ସଲ ଗତିବିଧି କମିଛି ଏଥିପାଇଁ ଶ୍ରୀ ଶାହା ଓଡିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମାଓବାଦୀଙ୍କ ସଂଖ୍ୟାରେ ୨୩% ହ୍ରାସ ପାଇଛି। ନକ୍ସଲ ମୁକାବିଲାରେ ଓଡିଶା ଆମକୁ ସର୍ବଦା ସମର୍ଥନ କରିଛି। ବିପର୍ଯ୍ୟୟ ମୁକାବିଲାରେ ଓଡିଶା ବହୁ ନୂଆ ପନ୍ଥା ଆପଣାଇଛି। ବିପର୍ଯ୍ୟୟ ମୁକାବିଲାରେ ସାରା ଦେଶକୁ ମାର୍ଗଦର୍ଶନ କରିଛି ଓଡିଶା। କେନ୍ଦ୍ର ଏବଂ ରାଜ୍ୟ ମିଶି କାମ କଲେ ବିପର୍ଯ୍ୟୟ ମଧ୍ୟ ପରାସ୍ତ ହେଉଛି। ଓଡିଶା ସରକାରଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପ୍ରଶଂସା କରିଛନ୍ତି। ପ୍ରାକୃତିକ ବିପର୍ଯ୍ୟୟରେ ଓଡିଶାରେ ଜିରୋ କାଜୁଆଲିଟି ଲକ୍ଷ୍ୟ ରଖାଯାଇଛି। ମାଓ ମୁକାବିଲା ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରଂଶସା କରିଛନ୍ତି। ବିପର୍ଯ୍ୟୟ ପରିଚାଳନାରେ ଓଡିଶା ରୋଲ ମଡେଲ ହୋଇଛି ବୋଲି ଶ୍ରୀ ଶାହା କହିଛନ୍ତି।

Hot this week

ଚାମ୍ପିଅନ ଓଡ଼ିଶା ହ୍ଵିଲ ଚେୟାର ରଗବୀ ଦଳକୁ ସମ୍ବର୍ଦ୍ଧିତ କଲା ବାଣିଜ୍ୟ ଓ ପରିବହନ ବିଭାଗ

ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଓଡ଼ିଶା ହ୍ୱିଲଚେୟାର ରଗବି ଦଳ ।...

ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମ ଓଡ଼ିଶା ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର...

ଭିଆଇପି ରୋଡ଼କୁ ଗୋପବନ୍ଧୁ ମାର୍ଗ କରାଯିବାକୁ ବାଲୁକାଶିଳ୍ପୀ ସୁଦର୍ଶନଙ୍କ ଦାବି

ପୁରୀ : ପୁରୀ ଭିଆଇପି ରୋଡ଼କୁ ଗୋପବନ୍ଧୁ ମାର୍ଗ କରାଯିବାକୁ ଅନ୍ତର୍ଜାତୀୟ...

ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର - ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର...

ପୂଜା କରୁଥିବା ବେଳେ ବଜ୍ରାଘାତରେ ପୂଜକଙ୍କ ମୃତ୍ୟୁ

ସିମୁଳିଆ - କଳାଶୁଣି ଅଞ୍ଚଳରେ ଜଣଙ୍କ ଘରେ ପୂଜା କରୁଥିବା ବେଳେ...

Related Articles

Popular Categories