www.samajalive.in
Saturday, December 6, 2025
19.1 C
Bhubaneswar

ରାଜଧାନୀରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଭୁବନେଶ୍ୱର : ପୁଣି ରାଜଧାନୀ ଭୁବନେଶ୍ୱରରେ ଦିବାଲୋକରେ ବୁଲିଲା ଖଣ୍ଡା। ୪ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି। ଆଜି ମାଷ୍ଟରକ୍ୟାଣ୍ଟିନ୍‌‌ ଛକରେ ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ମରାଣାନ୍ତକ ଆକ୍ରମଣ ହୋଇଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ଏଭଳି ଘଟଣା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories