www.samajalive.in
Monday, December 15, 2025
26.1 C
Bhubaneswar

ଡେଙ୍ଗୁ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଅସମ୍ଭାଳ ଭିଡ

ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ। ଘରେ ଘରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଥିବା ଦେଖାଯାଉଛି। ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ହଜାର ଅତିକ୍ରମ କରିସାରିଛି। ଟେଷ୍ଟିଂ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଅସମ୍ଭାଳ ଭିଡ ଦେଖାଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories