www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ, ମଙ୍ଗଳ ଆଳତି ପରଠାରୁ ବନ୍ଦ ରହିଛି ନୀତିକାନ୍ତି

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତିରେ ପୁଣି ଥରେ ବିଭ୍ରାଟ ଦେଖାଦେଇଛି। ଆଜି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ବନ୍ଦ ରହିଛି। ବ୍ରାହ୍ମଣ ନିୟୋଗ ଓ ପୂଜାପଣ୍ଡାଙ୍କ ପକ୍ଷରୁ ନୀତିକାନ୍ତି ବନ୍ଦ ରଖାଯାଇଛି। ବେବନ୍ଦୋବସ୍ତ ଜମି ବିବାଦକୁ ନେଇ ନୀତି ବନ୍ଦ ରଖାଯାଇଛି। ଗଙ୍ଗୁଆ କୂଳରେ ଥିବା ଲିଙ୍ଗରାଜ ଜମିକୁ ଏକ ସେବାୟତ ନିଯୋଗ ଦଖଲ କରିବା ପ୍ରତିବାଦରେ ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନୀତି ବନ୍ଦ କରାଯାଇଛି। ଆଜି ମନ୍ଦିର ଖୋଲିଥିଲେ ମଧ୍ୟ ମଙ୍ଗଳ ଆଳତି ଓ ଅବକାଶ ନୀତି କରାଯାଇ ନାହିଁ, ମଙ୍ଗଳ ଆଳତି ପରଠାରୁ ନୀତିକାନ୍ତି ବନ୍ଦ ରହିଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories