www.samajalive.in
Thursday, November 13, 2025
25.1 C
Bhubaneswar

ଆଜି ବିଶିଷ୍ଟ ସାରସ୍ବତ ସାଧକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ

ଭୁବନେଶ୍ୱର : ଆଜି ହେଉଛି ବିଶିଷ୍ଟ ସାରସ୍ବତ ସାଧକ ତଥା ଆଧୁନିକ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ। ‘ଆଲେଖିକା’, ‘କାଳିଜାଇ’, ‘ଚୟନିକା’ ଭଳି କାଳଜୟୀ ରଚନା ସହ ଶିକ୍ଷା, ଜନସେବା ଏବଂ ସମାଜ ସଂସ୍କାର କ୍ଷେତ୍ରରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ସହ ଶିକ୍ଷା ଏବଂ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ ରହିଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories