www.samajalive.in
Saturday, December 6, 2025
26.1 C
Bhubaneswar

କଳହର କରୁଣ ପରିଣତି ; ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ଯୁବକ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣାରେ ହଇଚଇ ସୃଷ୍ଟି ହୋଇଛି। ଦେହରେ ପେଟ୍ରୋଲ ଢାଳି ନିଜକୁ ଜାଳି ଦେଲେ ଯୁବକ। ଏଭଳି ଅଭାବନୀୟ ଘଟଣା ବଡଗଡ ଥାନା କେଶୁରା ଗାଁରେ ଘଟିଛି। ପରିବାରରେ କଳହ ଲାଗିବାରୁ ରାଗରେ ନିଜକୁ ଜାଳି ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ନିଜକୁ ନିଆଁରେ ଜାଳିବା ଦୃଶ୍ୟ ସିସିଟିଭରେ କଏଦ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories