www.samajalive.in
Saturday, December 6, 2025
16.1 C
Bhubaneswar

ରସୁଲଗଡରେ ସଡକ ଦୁର୍ଘଟଣା ; ଜଣେ ମୃତ

ଭୁବନେଶ୍ୱର : ଆଜି ରସୁଲଗଡ ଛକ ନିକଟରେ ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜଣେ ସ୍କୁଟି ଆରୋହୀଙ୍କୁ ଏକ ଟ୍ରକ ଧକ୍କା ଦେବାରୁ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକ ସହ ଚାଳକ ଘଟଣା ସ୍ଥଳରୁୁ ଫେରାର ହୋଇ ଯାଇଛି। ସ୍କୁଟି ଆରୋହୀଙ୍କ ମୁଣ୍ଡ ଉପରେ ଟ୍ରକଟି ଚଢି ଯାଇଥିଲା। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories