www.samajalive.in
Wednesday, December 10, 2025
26.1 C
Bhubaneswar

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ଚଢାଉ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢାଉ କରାଯାଇଛି । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଜାରି ରହିଛି ଚଢାଉ । କେଉଁ ଘଟଣା ପାଇଁ ଇଡି ଚଢାଉ କରିଛି ସେନେଇ କୌଣସି ସ୍ପଷ୍ଟତା ମିଳି ପାରି ନାହିଁ । ଏନେଇ କଂଗ୍ରେସ ନେତା ନିରଞ୍ଜନଙ୍କ ପକ୍ଷରୁ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

ଆଗାମୀ ୧୨ ଘଣ୍ଟାରେ ଅବପାତ! ଏସବୁ ଜିଲାରେ କୋହଲା ପାଗ ସହ ହେବ ବର୍ଷା..

ଏହି ତାରିଖରେ ଜନ୍ମ ହୋଇଥିବା ଝିଅ ; ପିତା ଘର ସହ ଶାଶୁଘରକୁ କରନ୍ତି ଧନୀ, ରହିଥାଏ ମା’ଲକ୍ଷ୍ମୀଙ୍କ କୃପା, ହୁଅନ୍ତି ଭାଗ୍ୟଶାଳୀ..

- Advertisement -

ନୂଆବର୍ଷ ୨୦୨୫ର ପ୍ରଥମ ସପ୍ତାହରେ ବୁଦ୍ଧାଦିତ୍ୟ ରାଜଯୋଗ : ବୁଧ-ସୂର୍ଯ୍ୟ ଏକାଠି ହୋଇ ଏହି ରାଶିଙ୍କୁ କରିବେ ମାଲାମାଲ୍‌, ଭାଗ୍ୟଶାଳୀ..

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories