www.samajalive.in
Monday, December 8, 2025
17.1 C
Bhubaneswar

ନାଲ୍‌କୋ ଛକରେ ହଜାର ହଜାର ଉଠା ଦୋକାନୀଙ୍କ ଧାରଣା

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ନାଲ୍‌କୋ ଛକରେ ହଜାର ହଜାର ଉଠା ଦୋକାନୀ ଗୁରୁବାର ଧାରଣା ଦେଇଛନ୍ତି । କଟକ-ନନ୍ଦନକାନନ-ଜୟଦେବବିହାର ରାସ୍ତାକୁ ଅବରୋଧ କରିଛନ୍ତି । ଫଳରେ ରାସ୍ତାରେ ଶହ ଶହ ଗାଡି ଅଟକି ରହିଛି । ବିଏମସି ଉତ୍ତର ଜୋନ୍‌ କାର୍ଯ୍ୟାଳୟ ନିକଟରେ ଦୋକାନୀ ଧାରଣା ଦେଇଛନ୍ତି । ବେଆଇନ ଉଚ୍ଛେଦକୁ ବିରୋଧ କରି ଏହି ଧାରଣା ଦିଆଯାଇଛି । ୯ ଦଫା ଦାବି ନେଇ କାର୍ଯ୍ୟାଳୟକୁ ଉଠା ଦୋକାନୀ ଘେରାଉ କରିଛନ୍ତି । ରାସ୍ତାରେ ଉପରେ ଦୋକାନୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ ଆରମ୍ଭ କରିଛି ।

ନୂଆବର୍ଷରେ ୧୦ ଥର ଚଳନ କରିବେ ଶୁକ୍ର ; ଏହି ରାଶିଙ୍କୁ କରିବେ ମାଲାମାଲ୍‌, ହେବ ବିବାହ,ମିଳିବ ଚାକିରି..

ବିଜେଡି ୨୮ ତମ ପ୍ରତିଷ୍ଠା ଦିବସ ; ଓଡିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ – ନବୀନ

- Advertisement -

ଦୁର୍ବଳ ହେଲା ଲଘୁଚାପ; କମିବ ବର୍ଷା, କୋହଲା ପାଗ ଜାରି..

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories