www.samajalive.in
Saturday, December 13, 2025
21.1 C
Bhubaneswar

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବର୍ଷେ ବଢିଲା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢିଲା। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢାଇଲେ ସରକାର । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା। ନୂଆ ସରକାରଙ୍କ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ଓ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାରେ ମନୋଜ ବଡ ଭୂମିକା ଗ୍ରହଣ କରିଛନ୍ତି।
୧୯୯୦ ବ୍ୟାଚ୍‌ର ଏହି ଅଫିସର ପ୍ରଦୀପ ଜେନାଙ୍କ ପରେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ସେ କେନ୍ଦ୍ରରେ କୃଷି ମନ୍ତ୍ରାଳୟର ସଚିବ ଭାବେ କାମ କରିଛନ୍ତି । କେନ୍ଦ୍ର ସରକାରଙ୍କ ସାଧାରଣ ଅଭିଯୋଗ ଏବଂ ପ୍ରଶିକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ତାଙ୍କୁ କେନ୍ଦ୍ରୀୟ ଡେପୁଟେସନରୁ ଫେରାଇ ଆଣିବାକୁ ଅନୁରୋଧ କରାଯାଇଥିଲା। ଏହାପରେ ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

ଖୁବ୍‌ ଖାସ୍‌ ନୂଆବର୍ଷ; ପ୍ରଥମ ସପ୍ତାହରେ ବୁଧଙ୍କ ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ଚାକିରି, ସୁଖମୟ ଦାମ୍ପତ୍ୟ ଜୀବନ..

ଏହି ଗ୍ରହଙ୍କ କୃପାରୁ ମିଳେ ଚାକିରି, ନୂଆବର୍ଷରେ ଚାକିରି ପାଇଁ ଜାଣନ୍ତୁ ଆପଣାଇବେ କେଉଁ ସରଳ ଉପାୟ, ହେବେ ମାଲାମାଲ୍‌..

- Advertisement -

ଦେଖନ୍ତୁ ଭିଡିଓ; ପେଟ୍ରୋଲ ପମ୍ପରେ ନିଆଁ ଜାଳି ସେକି ହେଲେ, ତା’ପରେ..

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories