www.samajalive.in
Sunday, December 7, 2025
26.1 C
Bhubaneswar

ରାଜଧାନୀ ଭୁବନେଶ୍ୱରରେ ଡମ୍ଫର ଚକା ତଳେ ପଶିଗଲା ସ୍ପିଡ୍‌ ବାଇକ୍‌

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ଫିଲ୍ମ ଷ୍ଟାଇଲ୍‌ରେ ଘଟିଛି ଦୁର୍ଘଟଣା। ଜୟଦେବବିହାର-ଇସ୍କନ ମନ୍ଦିର ରାସ୍ତାରେ ଡମ୍ଫର ଚକା ତଳେ ପଶିଗଲା ସ୍ପିଡ୍‌ ବାଇକ୍‌। ଏହି ଦୁର୍ଘଟଣାରେ ବାଇକ୍‌ ଚାଳକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଉକ୍ତ ରାସ୍ତାରେ ଅନେକ ସମୟରେ ଧରି ଯାନବାହନ ଅଟକି ରହିବା ସହ ଗାଡି ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାଫିକ୍‌ ସମସ୍ୟାକୁ ନିୟନ୍ତ୍ରଣ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଶିଶୁ କନ୍ୟାକୁ ପାଦରେ ଦଳି ଦେଲା ଦନ୍ତା

ମହାକୁମ୍ଭରେ ଭାଇରାଲ ଗାର୍ଲ ମୋନାଲିସା ଏବେ ବଲିଉଡ୍‌ରେ ଥାପିବେ ପାଦ, ସାଇନ୍‌ କଲେ ପ୍ରଥମ ଫିଲ୍ମ

- Advertisement -

୧୮ ବର୍ଷ ପରେ ରାହୁ-ଶୁକ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ପୁଣି ଶକ୍ତିଶାଳୀ ଗଜକେସରୀ ଯୋଗ; ଏହି ରାଶି ହେବେ ଭାଗ୍ୟବାନ୍‌, ସବୁ ଚିନ୍ତା ହେବ ଦୂର..

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories