www.samajalive.in
Friday, December 5, 2025
23.1 C
Bhubaneswar

ରାଜଧାନୀରେ ଗ୍ୟାସ୍‌ ଦୋକାନରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଗ୍ୟାସ ଦୋକାନରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ରାଜଧାନୀ ଭୁବନେଶ୍ୱରରେ ଅଟଳା ଅଞ୍ଚଳରେ ଘଟିଥିବା ଶୁକ୍ରବାର ସାମ୍ନାକୁ ଆସିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଟଳା ଅଞ୍ଚଳରେ ଥିବା ଗ୍ୟାସ୍‌ ଦୋକାନରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଯୁବକଙ୍କୁ ହତ୍ୟା କରି କେହି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

ମାତ୍ର ୫ ଦିନ ପରେ ବୃହସ୍ପତି ଚଳନ ; ଏହି ରାଶିଙ୍କ ଉପରେ ହେବ ଧନ ବର୍ଷା, ଖୋଲିବ ବନ୍ଦ ଭାଗ୍ୟର ତାଲା..

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories