www.samajalive.in
Saturday, December 13, 2025
27.1 C
Bhubaneswar

ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଥିବା ବେଳେ ଏଯାଏଁ ପ୍ରାୟ ୯୩ ହଜାର ୩୬୭ ଜଣ ଲୋକେ ପଞ୍ଚୀକରଣ କରିଥିବା ନେଇ ବୁଧବାର ଜଣାପଡିଛି। ପଞ୍ଚୀକରଣ କରିଥିବା ହିତାଧିକାରୀଙ୍କ ମଧ୍ୟରୁ ୨୭୪୦ ଜଣ ଏହାର ଲାଭ ପାଇଥିବା ବେଳେ ରାଜ୍ୟ ସରକାର ଏଥିପାଇଁ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ବିଧାନସଭାରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ, ମାଗଣା ବିଜୁଳି ଯୋଜନା ନେଇ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏହି ତଥ୍ୟ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରଖିଛନ୍ତି।

୧୦୦ ବର୍ଷ ପରେ ହିନ୍ଦୁ ନବବର୍ଷରେ ଦୁର୍ଲ୍ଲଭ ଯୋଗ : ଏହି ରାଶିଙ୍କ ହଠାତ୍‌ ଚମକିବ ଭାଗ୍ୟ, ମିଳିବ ଧନ, ବଢିବ ଦରମା..

ସ୍ୱାମୀକୁ ହତ୍ୟା ପରେ ୧୫ ଖଣ୍ଡ କଲା ସ୍ତ୍ରୀ, ସିମେଣ୍ଟରେ କଲା ସିଲ୍‌, ଆଶ୍ଚର୍ଯ୍ୟ କରିବ କାରଣ

- Advertisement -

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories