www.samajalive.in
Monday, December 15, 2025
16.1 C
Bhubaneswar

ରାଜଧାନୀରୁ ୫୦ ଲକ୍ଷ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଜବତ ହୋଇଛି ୫୦ ଲକ୍ଷ ଟଙ୍କାର ଧଳାଜହର। ଖଣ୍ଡଗିରି ନାକାଗେଟ୍‌ ଛକ ଅଞ୍ଚଳରୁ ଏକ ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ଏହି ମାମଲାରେ ୨ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୫୧୫ ଗ୍ରାମ୍‌ ଧଳାଜହର ସହ ୩ ହଜାରୁ ଅଧିକ ଟଙ୍କା ଜବତ କରିଛି । ଜବତ ଧଳାଜହର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା । ଗିରଫ ଅଭିଯୁକ୍ତ ବାଲେଶ୍ୱର ଅଞ୍ଚଳର ସାହିଲ ମହମ୍ମଦ,ଜାହାଙ୍ଗୀର ମହମ୍ମଦ ବୋଲି ଜଣାପଡିଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିକ୍ରି ପାଇଁ ଆସିଥିବା ବେଳେ ଏହି ୨ ଜଣଙ୍କୁ ଗିରଫ କରାଯାଇଛି। ପୁଲିସ ଘଟଣାର ତଦନ୍ତ ଜାରି କରିଛି।

୫୦ ବର୍ଷ ପରେ ମାଲବ୍ୟ ରାଜଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, ମିଳିବ ଚାକିରି, କିଣିବେ ଗାଡି..

- Advertisement -

https://samajalive.in/tiger-and-dog-video/649658.html

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories