www.samajalive.in
Sunday, December 7, 2025
13.1 C
Bhubaneswar

ଜାଲ୍‌ ନୋଟ୍‌ ଜବତ ; ୨ ଗିରଫ

ଟିଟିଲାଗଡ଼ : ଟିଟିଲାଗଡ଼ ଥାନା ଅଞ୍ଚଳରେ ପୂର୍ବରୁ ବହୁବାର ନକଲି ନୋଟ ଜବତ ହୋଇଥିବା ବେଳେ ଆଜି ପୁଣି ଥରେ ନକଲି ନୋଟ ଜବତ ହେବା ଚର୍ଚ୍ଚାର ବିଷୟ ହୋଇଛି। ପୁଲିସ ଟିଟିଲାଗଡ଼ ସହରର ରଘୁନାଥ ପଡା ନିବାସୀ ମହମ୍ମଦ ସମିମ ଏବଂ ସିକେର ନିବାସୀ ନେତ୍ରାନନ୍ଦ ରାଉତଙ୍କୁ ଗିରଫ କରିଛି। ଟିଟିଲାଗଡ଼ ଥାନାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଟିଟିଲାଗଡ଼ ଏସଡିପିଓ ଯଶୋବନ୍ତ ପ୍ରଧାନୀ, ଆଇଆଇସି କଲ୍ୟାଣୀ ବେହେରାଙ୍କ ସୂଚନା ମୁତାବକ ଅଭିଯୁକ୍ତ ଦୀର୍ଘ ଦିନରୁ ନକଲି ନୋଟ ବ୍ୟବସାୟ କରୁଥିଲେ।

ବଲାଙ୍ଗିର ଏସପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ ଗଠନ ସହ ଗତକାଲି ସନ୍ଧ୍ୟାରେ ଚଢ଼ାଉ କରାଯାଇଥିଲା। ଅଭିଯୁକ୍ତଙ୍କ ଠାରୁ ୪୯ ହଜାର ଟଙ୍କାର ନକଲି ନୋଟ ଜବତ କରାଯାଇଛି। ଆନ୍ତଃରାଜ୍ୟ ଲିଙ୍କ୍‌ ସନ୍ଦେହ କରି ପୁଲିସ ଅଧିକ ତଦନ୍ତ ଜାରି ରଖିଛି।

ଉଦୟ ହେଲେ ଶନି : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, କାହାକୁ ମିଶ୍ରିତ ଫଳ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories