www.samajalive.in
Wednesday, December 10, 2025
16.1 C
Bhubaneswar

ବରମୁଣ୍ଡା ଦଳିତ ସାହିରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ଦଳିତ ସାହିରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତକ ହେଲେ ୨୨ ବର୍ଷୀୟ ଯୁବକ ରାହୁଲ ଗୋଚ୍ଛାୟତ। ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଯୁବକ ଜଣକ କିଛି ଦିନ ପୂର୍ବରୁ ମନ୍ଦିରରେ ବିବାହ କରିଥିଲେ ବୋଲି କୁହାଯାଉଛି। ପ୍ରେମ ଜନିତ କାରଣରୁ ଏଭଳି ଘଟିଛି ବୋଲି ପରିବାର କହିଛନ୍ତି। ପୁଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ।

ଅଡି କାର୍‌ରେ କ୍ଷୀର ବ୍ୟବସାୟ କରନ୍ତି ଏହି ଯୁବକ; ଜାଣନ୍ତୁ କାରଣ, ଦେଖନ୍ତୁ ଭିଡିଓ..

ମେ’ ୨ଯାଏଁ କାଳବୈଶାଖୀ ବର୍ଷା; ଆଜି ଏହି ଜିଲାରେ ବର୍ଷିବ

- Advertisement -

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories