www.samajalive.in
Sunday, December 7, 2025
23.1 C
Bhubaneswar

ଭରତପୁରରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ପୁଣି ଚର୍ଚ୍ଚାରେ ଭରତପୁର । ଭରତପୁର ଥାନା ପଣ୍ଡାକୁଦିଆ ଅଞ୍ଚଳରୁ ଶୁକ୍ରବାର ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ଘର ସୁଜପପୁର ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଗତକାଲି ସେ ଶ୍ୱଶୁର ଘରକୁ ଆସିଥିଲେ । ପରେ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ହଇଚଇ ସୃଷ୍ଟି ହୋଇଛି । ଯୁବକଙ୍କୁ ମାରି ଟାଙ୍ଗି ଦେଇଥିବା ତାଙ୍କ ପତ୍ନୀ ଅଭିଯୋଗ କରିଛନ୍ତି । ଏହାସହ ପୁଲିସ ନିଜ ଇଚ୍ଛା ଅନୁସାରେ ଏଫଆଇଆର୍‌ ଲେଖିବାକୁ କହିଥିବା ମଧ୍ୟ ତାଙ୍କ ପତ୍ନୀ ଅଭିଯୋଗ ଆଣିଛନ୍ତି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ ;ଭୟଙ୍କର ଷଣ୍ଢ ଲଢେଇ ବେଳେ ଯାଉଥିଲେ ଯୁବତୀ, ଯାହା ଅବସ୍ଥା ହେଲା ଭୟରେ ଥରି ଉଠିବ ଛାତି..

ଦୁଃଖଦ ; ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories