www.samajalive.in
Friday, December 5, 2025
26.1 C
Bhubaneswar

ବଡ ଖବର ; ରାଜଧାନୀରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର : ପୁଣି ଆଉ ଏକ ଆତ୍ମହୁତି ଉଦ୍ୟମ। ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଘରୋଇ କଲେଜ ପରିସରରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଛନ୍ତି। ପାରିବାରିକ ବିବାଦରୁ ଯୁବକ ଜଣକ ଏଭଳି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଯୁବକଙ୍କ ଶରୀରର ୧୫ ପ୍ରତିଶତ ପୋଡି ଯାଇଥିବା ଜଣାପଡିଛି । ଯୁବକଙ୍କ ବୟସ ୩୦ ବର୍ଷ ହୋଇଥିବା ବେଳେ ସେ ଯାଜପୁରର ବିଞ୍ଝାରପୁରର। ଭାଇ ଭଉଣୀଙ୍କ ସହ ବିବାଦ ପରେ ଯୁବକ ଏଭଳି କରିଥିବା ଅଭିଯୋଗ ହୋଇଛି। ଯୁବକ ଜଣକ ଘରୋଇ କଲେଜରେ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଏମସ୍‌ରେ ଭର୍ତ୍ତି କରାଯାଇଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଭିଡିଓ ଦେଖି ଆଶ୍ଚର୍ଯ୍ୟ ହେବେ ; ବାଘ ଗୋଡରେ ରାଖି ବାନ୍ଧିଲେ ମହିଳା

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories