www.samajalive.in
Monday, December 8, 2025
27.1 C
Bhubaneswar

ଦାରୁଠେଙ୍ଗ ଜୋରରେ ଭାସି ଯାଇ ନାବାଳକ ମୃତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୂର୍ବାହ୍ନରେ ଘଟିଛି ଅଘଟଣ । ଜୋରରେ ଭାସି ଯାଇ ୧୨ ବର୍ଷ ନାବାଳକଙ୍କ ଜୀବନ ଚାଲି ଯାଇଛି। ଦାରୁଠେଙ୍ଗ ଜୋରରେ ଗାଧୋଇବା ବେଳେ ନାବାଳକ ଜଣକ ଭାସି ଯାଇଥିଲେ। ପ୍ରାୟ ୧ ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରାଯାଇ ଦାରୁଠେଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ସେ ଭାସି ଯାଇଥିଲେ।

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍‍

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories