www.samajalive.in
Tuesday, December 9, 2025
16.1 C
Bhubaneswar

ଜାମ୍ମୁ ଓ କାଶ୍ମୀରର ନୂତନ ଉପରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ

ଭୁବନେଶ୍ବର: ଜାମ୍ମୁ ଓ କାଶ୍ମୀରର ନୂତନ ଉପରାଜ୍ୟପାଳ ମନୋଜ ସିହ୍ନାଜୀଙ୍କୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ମୁଁ ମନୋଜଜୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ସେ ନମ୍ର କିନ୍ତୁ ଅତ୍ୟନ୍ତ ବୁଦ୍ଧିମାନ, ରାଜନୈତିକ ଓ ପ୍ରଶାସନିକ ସ୍ତରରେ ଅଭିଜ୍ଞ ଏବଂ ଏହି ଗୁରୁତ୍ୱପୂର୍ଣ୍ଣ ପଦ ପାଇଁ ଅତ୍ୟନ୍ତ ଯୋଗ୍ୟ ବୋଲି ଶ୍ରୀ ପଣ୍ଡା କହିଛନ୍ତି। ନିକଟରେ ଶ୍ରୀ ସିହ୍ନା ଓ ଶ୍ରୀ ପଣ୍ଡାଙ୍କୁ ମଣିପୁରରେ ଉପୁଜିଥିବା ରାଜନୈତିକ ସଙ୍କଟର ସମଧାନ ପାଇଁ ପାର୍ଟି ତରଫରୁ ଦାୟିତ୍ଵ ଦିଆଯାଇଥିବା ସମୟରେ ଉଭୟ ନେତା ମଣିପୁର ଗସ୍ତ କରିଥିଲେ ଏବଂ ମଣିପୁର ରାଜ୍ୟପାଳଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories