www.samajalive.in
Thursday, December 11, 2025
13.1 C
Bhubaneswar

ସଂସଦୀୟ ଢ଼ାଞ୍ଚାରେ ହେବ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବିଧାନସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି  ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଏଥିରେ ୮ଟି କାର୍ଯ୍ୟ ଦିବସ ରହିବ। 

ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ ହେବ । ଗୃହ ଭିତରେ ସାମାଜିକ ଦୂରତା ନିୟମ ପାଳନ କରାଯିବା ନେଇ ବ୍ୟବସ୍ଥା କରାଯାଉଛି । ସାମାଜିକ ଦୂରତା, ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories