www.samajalive.in
Saturday, December 6, 2025
17.1 C
Bhubaneswar

ନୟାପଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦର ଗ୍ରୀନ କରିଡ଼ର

ଭୁବନେଶ୍ୱର : ନୟାପଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦର ଯାଏଁ ଶୁକ୍ରବାର ଗ୍ରୀନ କରିଡ଼ର ବ୍ୟବସ୍ଥା କରାଯାଇଛି। ଜଣେ ଅସୁସ୍ଥ ରୋଗୀଙ୍କୁ ଏୟାର ଆମ୍ବୁଲାନ୍ସରେ ନେବାକୁ ଗ୍ରୀନ କରିଡ଼ର ହୋଇଛି। ପୁରୀର ସମ୍ପୃକ୍ତ ରୋଗୀ କରୋନାରୁ ସୁସ୍ଥ ହେବା ପରେ ତାଙ୍କ ଫୁସଫୁସରେ ସଂକ୍ରମଣ ହେବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ନିଆଯାଉଥିବା ଜଣାପଡ଼ିଛି। ଫୁସଫୁସରେ ସଂକ୍ରମଣ ହେବାରୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ୭ ରୁ ୮ ମିନିଟ ମଧ୍ୟରେ ହସ୍ପିଟାଲରୁ ବିମାନବନ୍ଦର ନେବାକୁ ଲକ୍ଷ୍ୟ ରଖାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories