ବାତ୍ୟା ‘ଦାନା’; ରାଜଧାନୀରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ଆରମ୍ଭ ହୋଇ ସାରିଛି । ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ରାତିରୁ ଆକାଶ ମେଘାଚ୍ଛନ୍ନ ସହ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକରେ ଏହାର ବେଶି ପ୍ରଭାବ ରହିବ । ୪ ଜିଲାରେ ପ୍ରବଳରୁ ଅତି … Continue reading ବାତ୍ୟା ‘ଦାନା’; ରାଜଧାନୀରେ ପ୍ରବଳ ବର୍ଷିବ..