www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ହଜାରେ ଟପିଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ହଜାରେ ଟପିଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ରବିବାର ସୁଦ୍ଧା ହଜାରେ ପାର୍‌ କରିଛି ରୋଗୀଙ୍କ ସଂଖ୍ୟା । ଗତବର୍ଷ ଏହି ସମୟରେ ୬୦୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ । ଏବର୍ଷ ରୋଗୀଙ୍କ ସଂଖ୍ୟା ବଢି ୧୦୭୬ରେ ପହଞ୍ଚିଛି । ଖୋର୍ଦ୍ଧାରେ ସର୍ବାଧିକ ୨୯୦, ସୁନ୍ଦରଗଡରେ ୨୧୦ ଚିହ୍ନଟ ହୋଇଥିବା ବେଳେ ଗତକାଲି ୨୦୯ ଜଣଙ୍କ ମଧ୍ୟରୁ ୧୯ ଜଣ ପଜିଟିଭ ଚିହ୍ନଟ ହେଉଛନ୍ତି ।

କମିଶନରେଟ୍‌ ପୁଲିସ ହାତରେ ଧରାପଡିଲେ ବନ୍ଧୁକ ବେପାରୀ

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories