www.samajalive.in
Friday, December 5, 2025
20.1 C
Bhubaneswar

ଅଗ୍ନିଶମ କର୍ମଚାରୀଙ୍କ ପାଇଁ ବଡ ଘୋଷଣା ; ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର ସହ ବଡ ଘୋଷଣା। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡା ସହ ଭତ୍ତା ବୃଦ୍ଧି କରାଯାଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବୃଦ୍ଧି କରାଯାଇଥିବା ବେଳେ ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋବିଲିଟି ଭତ୍ତା ୧୫୦ରୁ ୩ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି ଦ୍ୱାରା ପ୍ରାୟ ୬ ହଜାର ୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ।

ଆଜି ବୃହସ୍ପତି ଚଳନ; ଜାଣନ୍ତୁ ସବୁ ରାଶି ଉପରେ ପଡିବ କି ପ୍ରଭାବ, କିଏ କିଣିବେ ଘର, ଗାଡି, କାହାର ହେବ ବିବାହ, ହେବେ ମାଲାମାଲ୍‌..

- Advertisement -

 

ଅଙ୍ଗନବାଡିରେ ମିଳିବ ବିରିୟାନୀ, ଚିକେନ୍‌ ଫ୍ରାଏ! ଦେଖନ୍ତୁ ଭିଡିଓ

ଭୋଜି ନିଅଣ୍ଟ ହେଲା ବୋଲି ବରପକ୍ଷ ଭାଙ୍ଗିଲେ ବିବାହ, ପୁଲିସ କଲା ଏମିତି..

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories