www.samajalive.in
Friday, December 5, 2025
26.1 C
Bhubaneswar

ଛତୁଆ ବଦଳରେ ମାଣ୍ଡିଆ; ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ। ଖରାପମାନର ଛତୁଆକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, ଛତୁଆ ବଦଳରେ ଏବେ ମାଣ୍ଡିଆ ଦେବା ପାଇଁ ବିଭାଗ ଚିନ୍ତା କରୁଛନ୍ତି । ସବୁଆଡେ ଛତୁଆ ନୁହେଁ ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ। ଏହାସହ ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି, ଆଗକୁ କେଳେଙ୍କାରୀ ହେବନି। ପୁଷ୍ଟିକର ଛତୁଆ ପ୍ରସ୍ତୁତ ପାଇଁ କନ୍‌କ୍ଲେଭ ହେବ, ଅନୁଭବୀ ନିଷ୍ପତ୍ତି ନେବେ। ଅପପୁଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶ୍ରୁତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅକ୍ଟୋବରରେ ଦୁର୍ଲ୍ଲଭ ଯୋଗ ; ୪ ରାଶିଙ୍କୁ ଭାଗ୍ୟଶାଳୀ କରିବ ଏହି ୪ ଗ୍ରହଙ୍କ ଚଳନ, ଚମକିବ ଭାଗ୍ୟ, ହଠାତ୍‌ ମିଳିବ ଧନ ସହ ସଫଳତା..

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories