ଛତୁଆ ବଦଳରେ ମାଣ୍ଡିଆ; ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ। ଖରାପମାନର ଛତୁଆକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, ଛତୁଆ ବଦଳରେ ଏବେ ମାଣ୍ଡିଆ ଦେବା ପାଇଁ ବିଭାଗ ଚିନ୍ତା କରୁଛନ୍ତି । ସବୁଆଡେ ଛତୁଆ ନୁହେଁ ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ। ଏହାସହ ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି, ଆଗକୁ କେଳେଙ୍କାରୀ ହେବନି। ପୁଷ୍ଟିକର ଛତୁଆ ପ୍ରସ୍ତୁତ ପାଇଁ କନ୍‌କ୍ଲେଭ ହେବ, ଅନୁଭବୀ ନିଷ୍ପତ୍ତି ନେବେ। … Continue reading ଛତୁଆ ବଦଳରେ ମାଣ୍ଡିଆ; ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ- ଉପମୁଖ୍ୟମନ୍ତ୍ରୀ