www.samajalive.in
Monday, December 8, 2025
27.1 C
Bhubaneswar

ଇଡିରେ ହାଜର ହେଲେ ବିଧାୟକଙ୍କ ପତ୍ନୀ

ଭୁବନେଶ୍ୱର : ଆଜି ପ୍ରବର୍ତ୍ତନ ନିର୍ଦେଶାଳୟରେ (ଇଡିରେ) ହାଜର ହୋଇଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ। ପୂର୍ବତନ ଆଇଏଫଏସ ଅଭୟ ପାଠକଙ୍କ ଅର୍ଥ କାରବାର ମାମଲାରେ ହାଜର ହୋଇଛନ୍ତି। ଗତକାଲି ପ୍ରଦୀପଙ୍କ ଝିଅଙ୍କୁ ୭ ଘଣ୍ଟା ଧରି ଜେରା କରିଥିଲା ଇଡି।
ସୂଚନା ଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇ ଦେବାକୁ କହି ଅଭୟ ପାଠକଙ୍କ ପୁଅ ଆକାଶ ପାଠକ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଆକାଶ ପାଠକଙ୍କ ଆକାଉଣ୍ଟକୁ ଯାଇଥିବା ଟଙ୍କା ନେଇ ଇଡି ଜେରା କରିବ ବୋଲି ସୂଚନା ମିଳିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories