‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..

ଭୁବନେଶ୍ୱର:ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି । ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଯାଇଛି । ବଟନ ଟିପି ଜନତା ମଇଦାନରେ ସ୍ୱତନ୍ତ୍ର ଉତ୍ସବରେ ମୋଦୀ ଏହି ଶୁଭାରମ୍ଭ କରିଛନ୍ତି । ବର୍ଷକୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ମିଳିବା ସହ ୫ ବର୍ଷରେ ୫୦ ହଜାର ଟଙ୍କା ମିଳିବ । ୨୫ ଲକ୍ଷ ୧୧ … Continue reading ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..