ଭୁବନେଶ୍ୱର : ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। ଅଯୋଧ୍ୟାରେ ସୋମବାର ଭବ୍ୟ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ଅବସରରେ ପୁରୀ ଗଜପତି ମହାରାଜ ଦିବ୍ୟ ସିଂହ ଦେବ ମଧ୍ୟ ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି। ତାଙ୍କ ସହ ରାଣୀ ମଧ୍ୟ ଯାଇଛନ୍ତି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ଦେଶବିଦେଶରୁ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି।
Popular Categories



