www.samajalive.in
Friday, December 5, 2025
26.1 C
Bhubaneswar

କମିଶନରେଟ୍ ପୁଲିସକୁ ବଡ ସଫଳତା ; ଘରେ ପଶି ଲୁଟ୍ ମାମଲାରେ ୪ ଗିରଫ

ଭୁବନେଶ୍ୱର : ଶୁକ୍ରବାର କମିଶନରେଟ୍ ପୁଲିସକୁ ବଡ ସଫଳତା ମିଳିଛି। ସ୍ପେସଲ୍ ସ୍କ୍ୱାର୍ଡ ଏବଂ ନୟାପଲ୍ଲୀ ଥାନା ପୁଲିସ ଘରେ ପଶି ଲୁଟ୍ ମାମଲାରେ ୪ ଜଣଙ୍କୁ ଗିରଫ କରିଛି। ଏହାସହ ଘଟଣାର ତଦନ୍ତ ଜାରି ରହିଛି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ବହୁ ପରିମାଣରେ ସୁନା, ରୁପା ଅଳଙ୍କାର ସହ ପିତ୍ତଳ ଜିନିଷ ଜବତ ହୋଇଛି। ଲୁଟରେ ବ୍ୟବହୃତ ସାମଗ୍ରୀ ମଧ୍ୟ ଜବତ୍ କରାଯାଇଛି। ଉକ୍ତ ଅଭିଯୁକ୍ତମାନେ ରାତିରେ ଘର ତାଲା ଭାଙ୍ଗି ଲୁଟ୍ କରୁଥିଲେ। ଏନେଇ ଡିସିପି ପ୍ରତୀକ ସିଂ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିବେ ବୋଲି ସୂଚନା ମିଳିଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories