www.samajalive.in
Friday, December 5, 2025
26.1 C
Bhubaneswar

ରାଜଧାନୀରେ ଦେବୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଲୁଟେରାଙ୍କ ଟାଗେର୍ଟରେ ବିଭିନ୍ନ ଆପାର୍ଟମେଣ୍ଟ ପରେ ଏବେ ମନ୍ଦିରରୁ ଲୁଟ୍‌‌ ଘଟଣା ସାମ୍ନାକୁ ଆସିଛି। ମଞ୍ଚେଶ୍ୱର ସ୍ଥିତ ଜାଗୁଳେଇ ଗ୍ରାମ ଦେବତୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଜିନିଷ ଲୁଟିଛନ୍ତି ଦୁର୍ବୃତ୍ତ। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଲୁଟ୍‌‌ ଘଟିଥିବା ବେଳେ ମା’ ପିନ୍ଧିଥିବା ଅଳଙ୍କାର ସହ ରୁପାର ଆଖି, ମୁକୁଟ ଓ ପିତ୍ତଳ ସାମଗ୍ରୀ ଲୁଟ୍‌‌ ହୋଇଥିବା ଅଭିଯୋଗ ହୋଇଛି। ଲୁଟ ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଥିବା ବେଳେ ମଞ୍ଚେଶ୍ୱର ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories