ଖଣ୍ଡଗିରି ମେଳା ; ଅଶ୍ଲୀଳ ନୃତ୍ୟ ପରିବେଷଣ କଲେ ଅଧାରୁ ଯାତ୍ରା ବନ୍ଦ – ବିଏମସି

ଭୁବନେଶ୍ୱର : ଖଣ୍ଡଗିରି କୁମ୍ଭମେଳାରେ ଯାତ୍ରା ପରିବେଷଣ ପ୍ରସଙ୍ଗରେ ଗୁରୁବାର ବିଏମସି ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଖଣ୍ଡଗିରି ଯାତ୍ରା ପରିବେଷଣରେ ଅଶ୍ଲୀଳତାକୁ ନାଁ। ଅଶ୍ଲୀଳ ନୃତ୍ୟ ପରିବେଷଣ କଲେ ଅଧାରୁ ଯାତ୍ରା ବନ୍ଦ ହେବ। କାହାର ଭାବନାକୁ ଆଘାତ ବରଦାସ୍ତ କରାଯିବନି। ଏନେଇ ବିଏମସି ଓ ପୁଲିସ ଟିମ୍‌‌ ଯାତ୍ରା ପେଣ୍ଡାଲ ଉପରେ ନଜର ରଖିବେ। ପୂର୍ବରୁ ଯାତ୍ରା କମିଟି,ମାଲିକଙ୍କ ସହ ବିଏମସି ଆଲୋଚନା କରିଛି। ଏନେଇ ବିଏମସି କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି। ସୂଚନା … Continue reading ଖଣ୍ଡଗିରି ମେଳା ; ଅଶ୍ଲୀଳ ନୃତ୍ୟ ପରିବେଷଣ କଲେ ଅଧାରୁ ଯାତ୍ରା ବନ୍ଦ – ବିଏମସି