www.samajalive.in
Friday, December 5, 2025
27.1 C
Bhubaneswar

ବିଜେବି କଲେଜ କ୍ୟାମ୍ପସରେ ଛାତ୍ର ଉତ୍ତେଜନା

ଭୁବନେଶ୍ୱର : ବିଜେବି କଲେଜ କ୍ୟାମ୍ପସରେ ଗୁରୁବାର ଛାତ୍ର ଉତ୍ତେଜନା ଦେଖାଦେଇଛି। କଲେଜ ଗେଟ୍‌‌ରେ ତାଲା ପକାଇ ରାଜପଥ ଅବରୋଧ କଲେ ଛାତ୍ର। କ୍ୟାମ୍ପସରୁ ଜଣେ ପୂର୍ବତନ ଛାତ୍ରଙ୍କୁ ପୁଲିସ ଉଠାଇ ନେବାରୁ ପ୍ରତିବାଦ ହୋଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories