ଲୁଟେରାଙ୍କ ଟାର୍ଗେଟରେ ରାଜଧାନୀ ଆପାର୍ଟମେଣ୍ଟ: ପୁଣି ଲୁଟିଲେ..

ଭୁବନେଶ୍ୱର : ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟେରା। ଆପାର୍ଟମେଣ୍ଟକୁ ଟାର୍ଗେଟ କରିବା ସହ ଲୁଟେରାଙ୍କ ଉତ୍ପାତ ଥମିବାର ନାଁ ଧରୁନି। ସିସିଟିଭିରେ ଲୁଟ୍ ଦୃଶ୍ୟ କଏଦ୍ ହୋଇଛି। ଭୁବନେଶ୍ୱର ପାହାଳସ୍ଥିତ ପାହାଳ ଥାନା ମେଟ୍ରୋ ସାଟେଲାଇଟ ସିଟିରୁ ସିରିଜ୍ ଲୁଟ୍ ହୋଇଛି ବୋଲି ମଙ୍ଗଳବାର ଖବର ମିଳିଛି।

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

prayash

ଘରେ କେହି ନଥିବାର ସୁଯୋଗ ନେଇ ତାଲା ଭାଙ୍ଗି ୩ଟି ବ୍ଲକରୁ ଲୁଟ୍ କରିଛନ୍ତି। ଚୋରିର ଘଟଣାର ସମ୍ପୂର୍ଣ୍ଣ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଚାଣକ୍ୟ ନୀତି : ଏହି ୩ଟି ଉପାୟରେ ଶୀଘ୍ର ହେବେ ଧନୀ..

Comments are closed.