www.samajalive.in
Friday, December 5, 2025
20.1 C
Bhubaneswar

ମତଦାନ ପାଇଁ ନିୟୋଜିତ କର୍ମଚାରୀଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

ଭୁବନେଶ୍ୱର : ମତଦାନ ପାଇଁ ନିୟୋଜିତ କର୍ମଚାରୀଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା। ରାଜ୍ୟର ବିଏସକେୱାଇ ତାଲିକାଭୁକ୍ତ ସବୁ ଘରୋଇ ମେଡିକାଲକୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଘରୋଇ ହସ୍ପିଟାଲକୁ ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ବେଳେ ହିଟ୍ ଷ୍ଟ୍ରୋକ୍ ଜନିତ ଚିକିତ୍ସା ମିଳିବ।

ପାଣି ଚାମ୍ବରରେ ପଡି ୱାଟକୋ କର୍ମଚାରୀଙ୍କ ମୃତ୍ୟୁ

- Advertisement -

ଘରୋଇ ହସ୍ପିଟାଲ ବିଏସକେୱାଇ ପ୍ୟାକେଜରେ ଅଫଲାଇନ ମୋଡ୍ ବିଲ୍ ଦେବେ। କେବଳ ରାଜ୍ୟ ଭିତରେ ବିଏସକେୱାଇ ତାଲିକାଭୁକ୍ତ ହସ୍ପିଟାଲକୁ ସୁବିଧା ଦିଆଯାଇଛି ବୋଲି ସୂଚନା ମିଳିଛି।

ଗ୍ରୀଷ୍ମପ୍ରବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories