www.samajalive.in
Sunday, December 7, 2025
16.1 C
Bhubaneswar

ତେଲ ଟ୍ୟାଙ୍କରକୁ ଧକ୍କା ଦେଲା କାର ; ୨ ଗୁରୁତର

ଖଣ୍ଡଗିରି : ୧୬ ନମ୍ବର ଜାତୀୟ ରାଜପଥ ଏମ୍ସ ଓଭରବ୍ରିଜ ଉପରେ ଏକ ସଡକ ଦୁର୍ଘଟଣା ଘଟିଛି। ତେଲ ଟ୍ୟାଙ୍କରକୁ ଏକ କାର ଧକ୍କା ଦେବା ଫଳରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। କାର ମାଲିକ ମାନସ ଜେନା ଓ ତାଙ୍କ ଚାଳକଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଚିକିତ୍ସା ପାଇଁ ଏମ୍ସ ଡାକ୍ତରଖାନାକୁ ପଠାଇଛନ୍ତି।

୩୨.୬ ଡିଗ୍ରୀ ସହ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର

- Advertisement -

ମିଳିଥିବା ସୂଚନା ଅନୁସାରେ ରାତି ୧୨ଟା ବେଳେ ଭୁବନେଶ୍ୱରରୁ ଖୋର୍ଦ୍ଧା ଅଭିମୁଖେ ଏକ ତେଲ ଟ୍ୟାଙ୍କର ଟ୍ରକ ଯାଉଥିଲା। ସମ ଦିଗରେ ଆସୁଥିବା ଏକ କାର ଟ୍ୟାଙ୍କର ପଛପଟୁ ଧକ୍କା ଦେବା ଫଳରେ କାରର ଆଗ ପଟ ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣା ସ୍ଥଳରେ ପହଁଚି ଅନୁଧ୍ୟାନ କରୁଛି।

ରାମ ନବମୀରେ ଅଯୋଧ୍ୟା ଯିବ ୧ ଲକ୍ଷ କିଲୋ ଲଡୁ

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories